Masthead

କେନ୍ଦ୍ରାପଡ଼ା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପାଇଁ ଜୋରଦାର ହେଲାଣି ପ୍ରଚାର । ନିଜ ଦଳ ପାଇଁ ପ୍ରଚାର କରିବାକୁ ଆଗେଇଲଣି ପ୍ରାର୍ଥୀ । ପ୍ରଚାର ପାଇଁ କେନ୍ଦ୍ରାପଡ଼ା ଆସିବେ ମୋଦି । ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ଆୟୋଜିତ ହେବ ବିଶାଳ ଜନସଭା । ୪ ଲକ୍ଷ କର୍ମୀ ଓ ଜନତାଙ୍କୁ ନେଇ ହେବ ମୋଦୀଙ୍କ ସଭା । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓଡ଼ିଶା ଆସି କେନ୍ଦ୍ରାପଡ଼ା ଲୋକସଭା ଓ ମାହାଙ୍ଗା ବିଧାନସଭା କ୍ଷେତ୍ରରେ ପ୍ରଚାର କରିବେ ।

ମାହାଙ୍ଗା ନିର୍ବାଚନମଣ୍ଡଳିର ନିଶ୍ଚିନ୍ତ କୋଇଲି ବଜାର ବନ୍ଧନ ମଣ୍ଡପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରି ଏକଥା କହିଛନ୍ତି ବିଜେପିର କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା । ବିଜେପିର ମାହାଙ୍ଗା ବିଧାନସଭା ପ୍ରାର୍ଥୀ ସୁମନ୍ତ ଘଡ଼ାଇ, କେନ୍ଦ୍ରାପଡ଼ା ଲୋକସଭା ଆସନ ବିଜେପି ସଂଯୋଜକ ସୁନାକର ସାହୁ, ବିଜେପି ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ ସମୀର ସାମଲ ମଧ୍ୟ ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା