Masthead

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ଦିଲ୍ଲୀ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଥିଲି। ଆଗାମୀ ଜୁନ ମାସରେ ରାଜ୍ୟ ସରକାରଙ୍କୁ ୨ବର୍ଷ ପୂରିବ । ଏହି ଉତ୍ସବରେ ସେ ଯୋଗଦେବେ ବୋଲି ଗ୍ରୀନ୍ ସିଗନାଲ୍ ମିଳିଛି । ଏ ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଚଳାଇଛୁ ।

ପ୍ରକାଶ ଯେ, ଆସନ୍ତା ଜୁନ୍ ୧୨ତାରିଖରେ ରାଜ୍ୟରେ ବିଜେପି ସରକାର ଦୁଇ ବର୍ଷ ପୂର୍ତ୍ତି ପାଳନ କରିବ ।ସେ ଆହୁରି କହିଛନ୍ତି ‘୪ ଦିନ ତଳେ ମୁଁ ଦିଲ୍ଲୀ ଯାଇଥିଲି, ସେଇଠି ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲି। ଜୁନ ୧୨, ୨୦ କିମ୍ବା ସେପ୍ଟେମ୍ବର ୧୭ରେ ମୋଦି ଓଡ଼ିଶା ଆସିବାକୁ ମୁଁ ନିମନ୍ତ୍ରଣ କରିଛି। ତେବେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବା ନେଇ କାଲି ଅର୍ଥାତ୍‌ ବୁଧବାର PMOରୁ ଗ୍ରୀନ ସିଗନାଲ ମିଳିଛି। ଆମେ ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ କରି ଦେଇଛୁ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି