Masthead

୭୦ ହଜାର ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଯୁବବର୍ଗଙ୍କୁ ୭୦ ହଜାର ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସକାଳ ୧୦.୩୦ ସମୟରେ ଭିଡିଓ କନଫରେନ୍ସି ମାଧ୍ୟମରେ ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ । ଦେଶର ୪୪ଟି ସ୍ଥାନରେ ଏହି ରୋଜଗାର ମେଳା ଆୟୋଜନ କରାଯିବ ।

କେନ୍ଦ୍ର ସରକାରଙ୍କ ବିଭାଗ ସହ ରାଜ୍ୟ ସରକାର ଓ କେନ୍ଦ୍ରଶାସିତ ଅଞ୍ଚଳରେ ମଧ୍ୟ ଏହି ନିଯୁକ୍ତି ପତ୍ର ବଣ୍ଟନ କରାଯିବ । ଏହି ନିଯୁକ୍ତି ଦ୍ୱାରା ଯୁବବର୍ଗମାନେ ଯୁବ ରାଜସ୍ୱ ବିଭାଗ, ଅର୍ଥ ସେବା ବିଭାଗ,ଡାକ ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପରିବାର କଲ୍ୟାଣ ମନ୍ତ୍ରଣାଳୟ ଆଦି ସରାକରୀ ବିଭାଗରେ ସାମିଲ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା