Masthead

ଟିକାକରଣକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କରୋନା ସଂକ୍ରମଣ କମିବାରେ ଲାଗିଛି । ସେହି ଅନୁସାରେ ଟିକାକରଣ ମଧ୍ୟ ବଢିବାରେ ଲାଗିଛି । ଆଜି ଦେଶର ଟିକାକରଣ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମୀକ୍ଷା ବୈଠକ କରିବେ । ମଧ୍ୟାହ୍ନରେ ବସିବ ଏହି ବୈଠକ । ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ୪୦ ଟି ଜିଲ୍ଲାର ଜିଲ୍ଲା ମାଜିଷ୍ଟ୍ରେଟଙ୍କ ସହ ଆଲୋଚନା କରିବେ ।

ଯେଉଁଠାରେ କରୋନା ଟିକାକରଣର ଗତି ମନ୍ଥର ହୋଇଛି, ସେନେଇ ସମୀକ୍ଷା କରିବେ । ବୁଧବାର ଦିନ ଝାଡଖଣ୍ଡ, ମଣିପୁର, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶ, ମହାରାଷ୍ଟ୍ର, ମେଘାଳୟ ଏବଂ ଅନ୍ୟାନ୍ୟ ରାଜ୍ୟରେ ଟିକାକରଣ କମ୍ ଥିବା ଜିଲ୍ଲା ଜିଲ୍ଲା ମାଜିଷ୍ଟ୍ରେଟଙ୍କ ସହ ପ୍ରଧାନମନ୍ତ୍ରୀ ଯୋଗାଯୋଗ କରିବେ । ଏହି ରାଜ୍ୟଗୁଡିକର ମୁଖ୍ୟମନ୍ତ୍ରୀ ମଧ୍ୟ ବୈଠକରେ ଉପସ୍ଥିତ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ