Masthead

କାରାଗାର ପରିଦର୍ଶନ

ଚୌଦ୍ୱାର(ବଡ଼ ଖବର ବ୍ୟୁରୋ): କାରାଗାର ପରିଦର୍ଶନ ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ । କଟକ ଜିଲ୍ଲା ଚୌଦ୍ୱାର ମଣ୍ଡଳ କାରାଗାର ପରିଦର୍ଶନ ପାଇଁ ପହଞ୍ଚିଛନ୍ତି ଡ଼ିଜି ପ୍ରିଜନ୍ସ ସନ୍ତୋଷ କୁମାର ଉପାଧାୟ । ୧କୋଟି ୨୬ଲକ୍ଷ ଉର୍ଦ୍ଧଟଙ୍କା ବ୍ୟୟ ବିଶିଷ୍ଟ ଏକ ସାଇକ୍ରେଟିକ୍ସ ମେଡ଼ିକାଲ ଉଦଘାଟନ କରିଥିଲେ । କରାଗାର ପରିସରରେ ସୁରକ୍ଷାକର୍ମୀ ଦ୍ୱାରା ମକଡ଼୍ରିଲ ମାଧ୍ୟମରେ ସ୍ୱାଗତ କରାଯାଇଥିଲା ।

ଅନ୍ତେବାସୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରି ସାଧାରଣ ଲୋକଙ୍କୁ ଯୋଗାଇବା, ପ୍ରକଳ୍ପ ଉଦଘାଟନ କରାଯାଇଛି । କାରାଗାର ମଧ୍ୟରେ ଇ-ମୁଲାକାତ ମାଧ୍ୟମରେ ଦେଖାକରୁଥିବା ଅନ୍ତେବାସୀଙ୍କ ପାଇଁ ସାକ୍ଷାତ କରାଯିବା ବ୍ୟବସ୍ଥା କରାଯିବ ବୋଲି ଡ଼ିଜି ପ୍ରିଜନ୍ସ ପ୍ରକାଶ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ