Masthead

ତିହାର ଜେଲରେ କଏଦୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତିହାର ଜେଲରେ କଏଦୀଙ୍କ ଆତ୍ମହତ୍ୟା । ମୃତକ ହେଲେ ଜାଭେଦ । ଜାଭେଦଙ୍କୁ ଅନେକ ଡକାୟତି ଓ ଅପରାଧିକ ମାମଲାରେ ବିଚାର ବିଭାଗୀୟ ତଦନ୍ତରେ ପଠାଯାଇଥିଲା । ସେ ସୋମବାର ସନ୍ଧ୍ୟା ବେଳେ ଜେଲର ଶୌଚାଳୟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି । ପୋଲିସ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି। ବର୍ତ୍ତମାନ ସୁଦ୍ଧା ଆତ୍ମହତ୍ୟାର କାରଣ ଜଣାପଡି ନାହିଁ। ଏହି ମାମଲାରେ ନ୍ୟାୟିକ ମାଜିଷ୍ଟ୍ରେଟ ଏବଂ ପୋଲିସ ତଦନ୍ତ କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ