Masthead

ତିହାର ଜେଲରେ କଏଦୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତିହାର ଜେଲରେ କଏଦୀଙ୍କ ଆତ୍ମହତ୍ୟା । ମୃତକ ହେଲେ ଜାଭେଦ । ଜାଭେଦଙ୍କୁ ଅନେକ ଡକାୟତି ଓ ଅପରାଧିକ ମାମଲାରେ ବିଚାର ବିଭାଗୀୟ ତଦନ୍ତରେ ପଠାଯାଇଥିଲା । ସେ ସୋମବାର ସନ୍ଧ୍ୟା ବେଳେ ଜେଲର ଶୌଚାଳୟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି । ପୋଲିସ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି। ବର୍ତ୍ତମାନ ସୁଦ୍ଧା ଆତ୍ମହତ୍ୟାର କାରଣ ଜଣାପଡି ନାହିଁ। ଏହି ମାମଲାରେ ନ୍ୟାୟିକ ମାଜିଷ୍ଟ୍ରେଟ ଏବଂ ପୋଲିସ ତଦନ୍ତ କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ