Masthead

କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବୌଦ୍ଧ(ବଡ଼ ଖବର ବ୍ୟୁରୋ): କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ବୌଦ୍ଧ ସ୍ୱତନ୍ତ୍ର ଉପ-କାରାଗାର ଶୌଚାଳୟରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି । ରାତି ଖାଇବା ପରେ ଶୌଚାଳୟ ଯାଇ ଆଉ ଫେରିନଥିଲେ କଏଦୀ । କିଛି ସମୟ ପରେ ଗାମୁଛାରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି ।

ମୃତ କଏଦୀ ଜଣଙ୍କ ହେଲେ ଜମଘାଟି ଗାଁର ରବୀନ୍ଦ୍ର ମେହେର । ରବୀନ୍ଦ୍ର ୨୦୧୫ରେ ପରିବାରର ୨ଜଣଙ୍କୁ ହତ୍ୟା କରି ଆଜୀବନ ସଜା କାଟୁଥିଲେ । ୨୦୧୭ରୁ ରବୀନ୍ଦ୍ରଙ୍କର ମାନସିକ ରୋଗ ପାଇଁ ଚିକିତ୍ସା ମଧ୍ୟ ଚାଲିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା