Masthead

‘ଖୁବ୍‌ଶୀଘ୍ର ଆରମ୍ଭ ହେବ ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‌ ଟେକ୍ନୋଲୋଜି’

ପୁରୀ (ବଡ଼ ଖବର ବ୍ୟୁରୋ): ପୁଣି ଡ୍ରୋନ୍ ଶ୍ରୀମନ୍ଦିର ଭିଡିଓ ଭାଇରାଲ୍‌ । ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । କହିଛନ୍ତି ଶ୍ରୀମନ୍ଦିର ସୁରକ୍ଷା, ଶୃଙ୍ଖଳା, ଭକ୍ତଙ୍କ ସୁଗମତାକୁ ସରକାର ଗୁରୁତ୍ବ ଦେଉଛନ୍ତି । ଶ୍ରୀମନ୍ଦିରରେ ଆଣ୍ଟି ଡ୍ରୋନ୍‌ ଟେକ୍ନୋଲୋଜି ପ୍ରକ୍ରିୟା ଆରମ୍ଭ କରିଛୁ । ବହୁଶୀଘ୍ର ଯୋଜନାର ପ୍ରକୃତ ଚିତ୍ର ପ୍ରତିଫଳିତ ହେବ । ଷ୍ଟୋରି ବାଇ ନାରୁ ଗୋପାଳ ନାମକ ଏକ ଆକାଉଣ୍ଟରେ ଶ୍ରୀମନ୍ଦିର ଭିଡିଓ ପୋଷ୍ଟ ହୋଇଛି । ଜଣେ ଚୁନରା ସେବାୟତ ପତାକା ପରିବର୍ତ୍ତନ ଲାଗି ଯାଉଥିବା ବେଳେ ଅଧାବାଟରେ ନମସ୍କାର କରୁଥିବା ଭିଡିଓରେ ଦେଖିବାକୁ ମିଳିଛି ।

ସେହିଭଳି ମନ୍ଦିର ଉପର ଦୃଶ୍ୟ ମଧ୍ୟ ଭିଡିଓରେ ସ୍ପଷ୍ଟ ବାରି ହୋଇପଡୁଛି । ତେବେ ଏଥିରେ ଚୁନରା ସେବକଙ୍କ ସମ୍ପୃକ୍ତ ରହିଥିବା ଅନୁମାନ କରାଯାଉଛି । ଯାହାକୁ ନେଇ ଜଗନ୍ନାଥପ୍ରେମୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଶ୍ରୀମନ୍ଦିର ଫଟୋ ଭାଇରାଲ ହେଲେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶାସନିକ ଅଧିକାରୀମାନେ କହୁଥିବା ବେଳେ ବାସ୍ତବ ଚିତ୍ର ସମ୍ପୂର୍ଣ୍ଣ ଓଲଟା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା