Masthead

ପହଣ୍ଡି ଅଘଟଣ ପାଇଁ ହେବ ପ୍ରତିକାର ପୂଜା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପହଣ୍ଡି ବେଳେ ଅଘଟଣ । ପ୍ରତିକାର ପୂଜା କରିବେ ରାଜ୍ୟ ସରକାର । ଯାହାକୁ ନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ପ୍ରତିକାର ପୂଜା ବିଧି ପାଇଁ କଥାବାର୍ତ୍ତା ହୋଇଛୁ । ମୁକ୍ତି ମଣ୍ଡପ ପଣ୍ଡିତ ସଭା ସମୟ ନିର୍ଘଣ୍ଟ ବାହାର କରିବେ । ଯାହା ଘଟିଲା ତାହା ଦୁର୍ଘଟଣା, ବଡ଼ ଠାକୁର ପଡ଼ିନାହାନ୍ତି ବୋଲି କହିଛନ୍ତି ପୃଥ୍ୱୀରାଜ । ସେ ଆହୁରି ମଧ୍ୟ କହିଛନ୍ତି ସେବାୟତଙ୍କ ପିଠିରେ ଭରା ଦେଇ ଅଛନ୍ତି ବଡ଼ ଠାକୁର । ବଡ଼ ଠାକୁରଙ୍କ କୌଣସି ଅଙ୍ଗ ତଳେ ଲାଗି ନଥିଲା, ତଦନ୍ତ ହୋଇସାରିଛି । ତେବେ ଅବହେଳା କାରଣରୁ ହୋଇଥିବା କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି