Masthead

ଘରୋଇ ବସ ସଂଘ ପକ୍ଷରୁ ଚେତାବନୀ: ନଭେମ୍ବର ୧୬ରୁ ବନ୍ଦ ରହିବ ଘରୋଇ ବସ ଚଳାଚଳ

(ବଡ଼ ଖବର ବ୍ୟୁରୋ)  ଲୋକଙ୍କୁ ମିଳୁନି ଆଶ୍ୱସ୍ତି । ଲଗାତାର ବଢ଼ିଚାଲିଛି ତୈଳ ଦର । ଯାହା ଥମିବାର ନାଁ ନଉନି । ଏପରି ବୃଦ୍ଧି ସାଧାରଣ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି । ଏ ନେଇ ରାଜ୍ୟ ଘରୋଇ ବସ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ ଦିଆଯାଇଛି ।

ତେଲ ଦର କମ କରିବା ପାଇଁ ସଂଘ ପକ୍ଷରୁ ଦାବି ହୋଇଛି । ଏ ନେଇ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ସରକାରଙ୍କୁ ସମୟ ଦିଆଯାଇଛି । ଏହାରି ଭିତରେ ତେଲ ଦର ନ କମିଲେ ନଭେମ୍ବର ୧୬ରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଘରୋଇ ବସ୍ ଚଳାଚଳ ବନ୍ଦ ରହିବ । ଏ ନେଇ ଘରୋଇ ବସ୍ ସଂଘର ସମ୍ପାଦକ କହିଛନ୍ତି । ସେ କହିଛନ୍ତି , ତେଲ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ସାମଗ୍ରୀ ଦର ବୃଦ୍ଧି ଯୋଗୁ ବସ ଗୁଡ଼ିକ କ୍ଷତିରେ ଚାଲିଛ । ତେଲ ଦର ହ୍ରାସ କରିବା ପାଇଁ ଆମେ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ସମୟ ଦେଉଛୁ । ସରକାର ଆମ ଦାବି ନ ଶୁଣିଲେ ବସ ଚଳାଚଳ ବନ୍ଦ ରହିବ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି