Masthead

ସରକାରୀ କାର୍ଯ୍ୟାଳୟରେ ବେସରକାରୀ କାର୍ଯ୍ୟକୁ ନେଇ ପ୍ରଶ୍ନ

ବାଲିଆପାଳ (ବଡ଼ ଖବର ବ୍ୟୁରୋ): ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ହେଉଛି ସରକାରୀ କାର୍ଯ୍ୟାଳୟ। ତେବେ ସରକାରୀ କାର୍ଯ୍ୟାଳୟ ପରିସରରେ ବେସରକାରୀ ଦଳୀୟ କାର୍ଯ୍ୟକ୍ରମ କିମ୍ବା ସମାବେଶ କରାଯିବାର ନିୟମ ନଥିବାବେଳେ, ବାଲିଆପାଳ ବ୍ଲକର ଏକ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସରପଞ୍ଚଙ୍କ ଦ୍ବାରା ଚାଷୀ ସମାବେଶ କରାଯାଇଛି । ଯାହା ସରକାରୀ ନିୟମର ଉଲଂଘନ ହୋଇଥିବା ଦେଖିବାକୁ ମିଳିଛି।

ବାଲିଆପାଳ ବ୍ଲକ ବଳରାମପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ବିଜେଡି ସମର୍ଥିତ ସରପଞ୍ଚ ଅରୁଣ ପାଣିଗ୍ରାହୀଙ୍କ ଆବାହକତ୍ୱରେ ଏକ ଚାଷୀ ସମାବେଶ ହୋଇଥିଲା। ଏହି ସମାବେଶରେ ବଳରାମପୁର ଓ ସ୍ଥାନୀୟ ବାଲିକୁଟୀ ପଞ୍ଚାୟତର ପାଖାପାଖି ୩୦୦ ଚାଷୀ ଉପସ୍ଥିତ ଥିଲେ। ତେବେ ସୁବର୍ଣ୍ଣରେଖା ବନ୍ୟାରେ ବାଲିକୁଟୀ ଓ ବଳରାମପୁରକୁ ଚାଷଜମି କ୍ଷତିପୂରଣ ଦାବିରେ ସମାବେଶ ହୋଇଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ