Masthead

ଯୋଗୀଙ୍କୁ ପୁଣି ଟାର୍ଗେଟ କଲେ ପ୍ରିୟଙ୍କା

ଗୋରଖପୁର(ବଡ଼ ଖବର ବ୍ୟୁରୋ): ପାଖେଇ ଆସୁଛି ଉତ୍ତରପ୍ରଦେଶ ନିର୍ବାଚନ । ଏନେଇ ବିଜେପି ଓ କଂଗ୍ରେସ ନିଜର ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି । ଏହା ମଧ୍ୟରେ ଦଳର ସାଧାରଣ ସମ୍ପବାଦକ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରୁଥିବାରୁ ଦେଖିବାକୁ ମିଳିଛି । ତେବେ ବିଜେପି ଶାସନ କାଳରେ ଦଳିତ, ଓବିସି, ବ୍ରାହ୍ମଣ ସମସ୍ତେ ଶୋଷଣର ଶିକାର ହୋଇଛନ୍ତି।

ଏହା ସହ ଦଳିତ, ବୁଣାକାର ଓବିସି, ଗରିବ, ସଂଖ୍ୟା ଲଘୁ ସମସ୍ତେ ଯୋଗୀଙ୍କ ଶାସନ କାଳରେ ଶୋଷଣରେ ଶିକାର ହୋଇଛନ୍ତ ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗଡ଼ ଗୋରଖପୁରରେ ଏକ ଜନ ସଭାରେ ଯୋଗଦେଇ ପ୍ରିୟଙ୍କା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ