Masthead

ଦୁର୍ନୀତିଗ୍ରସ୍ତ କହୁଥିବା ନେତାଙ୍କୁ ବିଜେପି ମନ୍ତ୍ରୀ କରିଛି : ପ୍ରିୟଙ୍କା

ମୁମ୍ବାଇ  (ବଡ଼ ଖବର ବ୍ୟୁରୋ):  ଅଜିତ ପାୱାର ସିନ୍ଦେ ଗୋଷ୍ଠୀରେ ଯୋଗ ଦେବା ପରେ ଏନସିପି ଦୁଇ ଫାଳ ହୋଇ ଯାଇଛି । ମହାରାଷ୍ଟ୍ରରେ ସବୁ କିଛି ବଦଳି ଯାଇଛି । ଅଜିତଙ୍କ ସହ ୮ ବିଧାୟକ ମଧ୍ୟ ଏନସିପି ଛାଡ଼ି ସିନେ୍ଦଙ୍କ ଗୋଷ୍ଠୀରେ ଯୋଗ ଦେଇଛନ୍ତି । ଏନେଇ ଶିବସେନା ରାଜ୍ୟସଭା ଏମପି ପ୍ରିୟଙ୍କା ଚତୁୁରବେଦୀ ପ୍ରତିକ୍ରିୟା ରଖିଛନ୍ତି ।

ସେ ଟ୍ୱିଟ କରି କହିଛନ୍ତି ବିଜେପି ଦେଶର ଶେଷ ଦଳ, ଯିଏ ଆଦର୍ଶଗତ ବିଷୟରେ ଆଲୋଚନା କରିଥାଏ। ବିଜେପି କଳେବଳେ କୌଶଳେ କ୍ଷମତା ଚାହେଁ । ମହାରାଷ୍ଟ୍ରର ଦୁର୍ନୀତିଗ୍ରସ୍ତ ତଥା ଜେଲ ଯାଇଥିବା ବିଧାୟକମାନେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରୁଛନ୍ତି। ଏହା ରାଜ୍ୟର ତଥା ଦେଶର ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ। ଏହାର ଜବାବ ଆଗାମୀ ଦିନରେ ସାଧାରଣ ଜନତା ଦେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି