Masthead

କୁସ୍ତିିଯୋଦ୍ଧାଙ୍କୁ ଭେଟିଲେ ପ୍ରିୟଙ୍କା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଜନ୍ତରମନ୍ତରରେ କୁସ୍ତିଯୋଦ୍ଧାଙ୍କୁ ଭେଟିଛନ୍ତି ପ୍ରିୟଙ୍କା ଗାନ୍ଧି । ଖେଳାଳିମାନେ ପ୍ରିୟଙ୍କାଙ୍କ ସହିତ ଆଲୋଚନା କରିବା ସହ ଦାବି ବିଷୟରେ ଅବଗତ କରିଛନ୍ତି । ୭ ଦିନ ଧରି ଧାରଣାରେ ବସିଛନ୍ତି କୁସ୍ତିଯୋଦ୍ଧା । ଖେଳାଳିଙ୍କ ପ୍ରତି ଦେଶର ଅନ୍ତର୍ଜାତୀୟ କୁସ୍ତି ଖେଳାଳିଙ୍କ ସମର୍ଥନ ବୃଦ୍ଧି ପାଇବାରେ ଲାଗିଛି । ସେହିପରି ନୀରଜ ଚୋପ୍ରା, ପୂର୍ବତନ କ୍ରିକେଟର କପିଳ ଦେବଙ୍କ ସହ ଅନେକ କ୍ରୀଡ଼ାବିତ ଧାରଣାରତ କୁସ୍ତି ଖେଳାଳିଙ୍କ ପ୍ରତି ସମର୍ଥନ ବ୍ୟକ୍ତ କରିଛନ୍ତି ।

ସେପଟେ ବ୍ରିଜଭୂଷଣଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କନ୍ନଟ ପ୍ଲେସ ଥାନାରେ ବ୍ରିଜଭୂଷଣଙ୍କ ବିରୋଧରେ ୨ଟି ଏଫଆଇଆର ରୁଜୁ କରିଛି ଦିଲ୍ଲୀ ପୁଲିସ୍ । ଗୋଟିଏ ଏଫଆଇଆର ପକସୋ ଆକ୍ଟରେ କରାଯାଇଛି । ଅନ୍ୟଟି କୁସ୍ତି ଯୋଦ୍ଧାଙ୍କ ଆଧାରରେ ହୋଇଛି । ବ୍ରିଜଭୂଷଣଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ କରାଯିବ ବୋଲି ଶୁକ୍ରବାର ଦିଲ୍ଲୀ ପୁଲିସ ସୂଚନା ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା