Masthead

ପ୍ରିୟଙ୍କାଙ୍କ ବିରୋଧରେ ଚାର୍ଜସିଟ ଦାଖଲ କଲା ଇଡି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରିୟଙ୍କା ଗାନ୍ଧିଙ୍କୁ ଇଡି ଝଟକା । ହରିୟାଣା ଜମି କିଣା ବିବାଦ ଚାର୍ଜସିଟରେ ପ୍ରିୟଙ୍କା ଗାନ୍ଧିଙ୍କ ନାଁ। ଜଣଙ୍କଠାରୁ ଜମି କିଣି ପରେ ସେହି ବ୍ୟକ୍ତିକୁ ବିକିଥିବା ଅଭିଯୋଗ । ଜଣଙ୍କ ଠାରୁ ଜମି କିଣିବା ପରେ ସେହି ଜମିକୁ ସେହି ବ୍ୟକ୍ତିକୁ ବିକିଥିବାର ଅଭିଯୋଗ ରହିଛି ପ୍ରିୟଙ୍କାଙ୍କ ବିରୋଧରେ । କଂଗ୍ରେସ ପ୍ରତିଷ୍ଠା ଦିବସରେ ଗାନ୍ଧି ପରିବାରକୁ ଇଡି ଝଟକା।  ୨୦୦୬ ମସିହାରେ ପ୍ରିୟଙ୍କା ଗାନ୍ଧୀ ଏଚ.ଏଲ. ପାହୱା ନାମକ ଜଣେ ବ୍ୟକ୍ତିଙ୍କଠାରୁ ୫ ଏକର ଜମି କିଣିଥିଲେ ।

ସେହି ଜମିକୁ ୨୦୧୦ ମସିହାରେ ସେହି ଏଚ.ଏଲ. ପାହୱାଙ୍କୁ ବିକିଥିଲେ । ହରିଆଣା ଫରିଦାବାଦ ଜିଲ୍ଲାର ଅମିପୁର ଗାଁରେ ଏହି ଜମି କିଣାବିକା ହୋଇଥିଲା । ଏହି ମନି ଲଣ୍ଡରିଂ ମାମଲାରେ ପଳାତକ ସଞ୍ଜୟ ଭଣ୍ଡାରୀ ମଧ୍ୟ ସାମିଲ ଅଛନ୍ତି । ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଅଭିଯୋଗ ଅନୁସାରେ ରବର୍ଟ ଭଦ୍ରା ଲଣ୍ଡନର ଏକ ସମ୍ପତ୍ତିରେ ସାମିଲ ଅଛନ୍ତି । ଯାହା କି ସଞ୍ଜୟ ଭଣ୍ଡାରୀଙ୍କ ବିରୋଧରେ ହୋଇଥିବା ଅର୍ଥ ହେରଫେର ମାମଲାରେ ସମ୍ପୃକ୍ତି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ