Masthead

ଆସାମୀ ଷ୍ଟାଇଲରେ ପ୍ରିୟଙ୍କା

ବଡ଼ ଖବର ବ୍ୟୁରୋ: ଦୁଇ ଦିନିଆ ଆସାମ ଗସ୍ତରେ ଯାଇଛନ୍ତି ପ୍ରିୟଙ୍କା। ପ୍ରିୟଙ୍କା ଗାନ୍ଧୀଙ୍କ ନଜର ଏବେ ଆସମରେ । ଆସାମକୁ ନିଜ ଅକ୍ତିଆରକୁ ଆଣିବା ପାଇଁ ଭିଡିଛନ୍ତି ଏବେ ଅଣ୍ଟା। ସୋମବାର ଆସାମରେ ମହିଳାମାନଙ୍କ ସହ ମିଶି ନାଚୁଥିବାର ଦୃଶ୍ୟ ସାମ୍ନାକୁ ଆସିଥିବା ବେଳେ ଆଜି ଚା ବଗିଚାରେ ଶ୍ରମିକମାନଙ୍କ ସହ ମିଶି ଚା ପତ୍ର ତୋଳୁଥିବାର ଭିଡିଓ ଆସିଛି ସାମ୍ନାକୁ । ଯାହା ସୋଶାଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି ।

ପ୍ରିୟଙ୍କା ଚା’ ବଗିଚାରେ ଶ୍ରମିକମାନଙ୍କୁ ଦେଖାସାକ୍ଷାତ କରିଛନ୍ତି। ଶ୍ରମିକମାନଙ୍କ ପରି ସେ ମଧ୍ୟ ଚା ବଗିଚାରେ ମୁଣ୍ଡରେ ଟୋକେଇ ଧରି ପୁରା ଆସାମୀ ଷ୍ଟାଇଲରେନଜର ଆସିଛନ୍ତି । ଏନେଇ ପ୍ରିୟଙ୍କା ଗାନ୍ଧୀ ଏକ ଟ୍ୱିଟ୍ ମଧ୍ୟ କରିଛନ୍ତି । ସେ ଲେଖିଛନ୍ତି, ଆସାମରେ ବହୁରଙ୍ଗୀ ସଂସ୍କୃତି ଦେଖିବାକୁ ମିଳିଥାଏ ।

‘ଯାହାକି ସାରା ଦେଶରେ ଆସାମକୁ ପରିଚିତ କରାଇଥାଏ ବୋଲି ସେ କହିଛନ୍ତି’ । ଏହି ସଂସ୍କୃତିକୁ ବଞ୍ଚାଇ ରଖିବାକୁ ଆସାମବାସୀ ପ୍ରତିଶୃତିବଦ୍ଧ । ତେଣୁ ସେମାନଙ୍କୁ ସେମାନଙ୍କ ସଂସ୍କୃତି ସହ ବଞ୍ଚିବାକୁ ଯାହା ସାହାଯ୍ୟ ଦରକାର ତାହା କଂଗ୍ରେସ ହିଁ କେବଳ ଦେଇପାରିବ ବୋଲି ସେ କହିଛନ୍ତି । କଂଗ୍ରେସ ଭାବମୂର୍ତ୍ତିକୁ ପୁଣିଥରେ ସୁଦୃଢ଼ କରିବା ପାଇଁ ପ୍ରିୟଙ୍କା ଏଭଳି ପ୍ରୟାସ କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା