Masthead

ବିଶିଷ୍ଟ ପ୍ରସୂତି ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ପ୍ରଫେସର ଡାକ୍ତର ଆଶିଷ କୁମାର ଦେଙ୍କ ପରଲୋକ

କଟକ (ବଡ଼ ଖବର ବ୍ୟୁରୋ): ବରିଷ୍ଠ ପ୍ରସୂତି ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ପ୍ରଫେସର ଆଶିଷ କୁମାର ଦେ ଆଉ ନାହାନ୍ତି। କଟକ ତୁଳସୀପୁର ସ୍ଥିତ ବାସଭବନରେ ଶୁକ୍ରବାର ରାତି୧୧ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ବୟସ ହୋଇଥିଲା। ଗତ ଦେଢବର୍ଷ ଧରି ଅସୁସ୍ଥତା ହେତୁ ସେ ଘରେ ଶଯ୍ୟାଶାୟୀ ଥିଲେ। ହୃଦଘାତରେ ତାଙ୍କ ପରଲୋକ ଘଟିଥିବା ପରିବାର ସୂତ୍ରରୁ ପ୍ରକାଶ। ତାଙ୍କ ପରଲୋକ ଖବର ପାଇ ପ୍ରଫେସର ଡାକ୍ତର ହର ପଟ୍ଟନାୟକ, ଡା ପିଏଲ ସାଇ, ଡା ସିନ୍ଧୂ ତ୍ରିପାଠୀ,ଡା ରାଜକୁମାର ସନ୍ତୁକାର, ଡା ଶରତ ମହାପାତ୍ର ପ୍ରମୁଖ ପହଞ୍ଚି ତାଙ୍କ ଶେଷ ଦର୍ଶନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା