Masthead

ବିରୋଧ ସତ୍ତ୍ବେ କାର୍ଯ୍ୟକ୍ରମ

ଭବାନୀପାଟଣା(ବଡ଼ ଖବର ବ୍ୟୁରୋ)  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭବାନୀପାଟଣା ଯାଇ କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିଛନ୍ତି । ଭାବନୀପାଟଣାରେ ମୁଖ୍ୟମନ୍ତ୍ରୀ କାର୍ଡ ବଣ୍ଟନ କରିଥିବା ବେଳେ କର୍ଲାମୁଣ୍ଡା ଓ କେସିଙ୍ଗାରେ ଯଥାକ୍ରମେ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ଅରୁଣ ସାହୁ କାର୍ଡ ବଣ୍ଟନ କରିଥିଲେ । ହେଲେ ସେମାନଙ୍କୁ ସେଠାରେ ବିରୋଧ କରାଯାଇଥିଲା । କର୍ଲାମୁଣ୍ଡାରେ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ବେଳେ ଉତ୍ତେଜନା ଦେଖିବାକୁ ମିଳିଥିଲା । ବିଜେପି ଓ କଂଗ୍ରେସ କର୍ମୀମାନେ ସେଠାରେ ବିରୋଧ ପ୍ରଦର୍ଶନ କରିଥିଲେ ।

କିନ୍ତୁ ବିରୋଧ ସତ୍ତ୍ବେ ବି ବ୍ଲକ କାର୍ଯ୍ୟାଳୟରେ ମନ୍ତ୍ରୀ କାର୍ଡ ବାଣ୍ଟୁ ଥିବା ବେଳେ ଅଫିସ ଗେଟରେ ତାଲ ପକାଇ ଦେଇଥିଲେ ବିରୋଧି ।ସେହପରି କେସିଙ୍ଗାରେ ମଧ୍ୟ ବିରୋଧର ସମ୍ମୁଖୀନ ହୋଇଥିଲେ ମନ୍ତ୍ରୀ ଅରୁଣ ସାହୁ । ମନ୍ତ୍ରୀ କାର୍ଡ ବାଣ୍ଟୁଥିବା ବେଳେ ବିଜେପି କର୍ମୀମାନେ ସଭାସ୍ଥଳକୁ ଧଶେଇ ପଶିଥିଲେ । ପରେ ପୋଲିସ ଓ ସେମାନଙ୍କ ମଧ୍ୟରେ ଧସ୍ତା ଧସ୍ତି ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା