Masthead

ପ୍ରକଳ୍ପ ନିର୍ଦ୍ଦେଶିକାଙ୍କ ରାଇଘର ଗସ୍ତ

ରାଇଘର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶିକା ଅନ୍ୟା ଦାସ ଆଜି ଦିନିକିଆ ଗସ୍ତରେ ଆସି ୫ ଟି ବିଦ୍ୟାଳୟ ଗୁଡ଼ିକ ପରିଦର୍ଶନ କରିଛନ୍ତି ।  ମହଣ୍ଡ , ଡୁମୁରିମୁଣ୍ଡା ଓ ଖୁଡୁକ ପଂଚାୟତର କନ୍ଦାଚୁଆଁରେ କାମ ଚାଲିଥିବା ବିଦ୍ୟାଳୟ ଗୁଡ଼ିକ ପରିଦର୍ଶନ କରିଛନ୍ତି । ଏହି ପରିଦର୍ଶନରେ ପ୍ରକଳ୍ପ ନିର୍ଦ୍ଦେଶିକାଙ୍କ ସହ ବିଡିଓ ଦେବାଶିଷ କର , ବ୍ଲକ ଅଧ୍ୟକ୍ଷା ନବୀନା ନାୟକ, ସହକାରୀ ଯନ୍ତ୍ରୀ ସିଦ୍ଧାର୍ଥ ରଣା ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା