Masthead

ନିଆଁ ଲାଗି ଜଳିଗଲା ଲକ୍ଷାଧିକ ଟଙ୍କାର ଆସବାବପତ୍ର

କଣାସ (ବଡ଼ ଖବର ବ୍ୟୁରୋ): ଅଗ୍ନିକାଣ୍ଡ ଘଟି ଘର ସହ ଲକ୍ଷାଧିକ ଟଙ୍କାର ଆସବା ପତ୍ର ନଷ୍ଟ । ପୁରୀ ଜିଲ୍ଲା କଣାସ ଗଡିସାଗୋଦା ଥାନା ଅନ୍ତର୍ଗତ ଜାଗୁଳାଇ ପଦର ଗ୍ରାମରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ଜାଗୁଳାଇପଦର ଗ୍ରାମର ରମେଶ ବେହେରାଙ୍କ ୩ବଖରା ଘର ସହ ବହୁ ଆସବାବପତ୍ର ଜଳିପଡି ନଷ୍ଟ ହୋଇଯାଇଛି । ପରିବାର ଲୋକେ ଘରେ ନଥିବା ବେଳେ ଘରେ ଅଚାନକ ନିଆଁ ଲାଗିଯାଇଥିଲା । ନିଆଁ ଲାଗିବା କାରଣ ଅସ୍ପଷ୍ଟ ଥିବା ପରିବାର ଲୋକେ କହିଛନ୍ତି । ଖବର ପାଇ ଘଟଣା ସ୍ଥଳରେ କଣାସ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିବାବେଳେ ପୋଡି ନଷ୍ଟ ହୋଇଯାଇଥିବା ଆସବା ପତ୍ର କ୍ଷ୍ୟତି ପୂରଣ ପାଇଁ ସରକାରଙ୍କୁ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ