Masthead

ଜନସମ୍ପର୍କ ପଦଯାତ୍ରା ବେଳେ ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ବିରୋଧ, କାଦୁଅ ରାସ୍ତାରେ ଚଲାଇ ଚଲାଇ ନେଲେ ଗ୍ରାମବାସୀ

ଚୌଦ୍ୱାର(ବଡ଼ ଖବର ବ୍ୟୁରୋ):  ସାରା ଓଡ଼ିଶାରେ ଜନସମ୍ପର୍କ ପଦଯାତ୍ରା କୁ ବିଜେଡି ସରକାର ପାଳନ କରୁଥିଲା ବେଳେ ଏହା ଦଳ ପାଇଁ ବୁମେରାଙ୍ଗ ହୋଇପଡିଛି । ଆଜି ଚୌଦ୍ୱାର କଟକ ନିର୍ବାଚନ ମଣ୍ଡଳୀ ଆଗ୍ରାହାଟ ପଂଚାୟତରେ ଜନସମ୍ପର୍କ ଯାତ୍ରା ବେଳେ ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ଅଟକ ରଖିଛନ୍ତି ଗ୍ରାମବାସୀ । ସମସ୍ୟାର ସମାଧାନ କରିବାକୁ ଦାବି କରିଛନ୍ତି ଗ୍ରାମବାସୀ । ପ୍ରଭାତ ଏହି ଯାତ୍ରାକୁ ଅଟକ ରଖିବା ସହ ପ୍ରଶାସନ ଉପରେ ଗର୍ଜି ଥିଲେ । ଗ୍ରାମବାସୀ ମାନେ ପ୍ରଭାତ ଙ୍କୁ କାଦୁଅ ରାସ୍ତା ରେ ଚଲାଇଚଲାଇ ନେଇଥିଲେ । ଛଅ ମାସରେ କାମ ସରିବ ବୋଲି ପ୍ରତିଶୃତି ଦେଲା ପରେ ଗ୍ରାମବାସୀ ପ୍ରଭାତଙ୍କୁ ଛାଡିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ