Masthead

ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ ବିରୋଧ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଭଦ୍ରକ ବିଧାୟକଙ୍କୁ ତୀବ୍ର ବିରୋଧ । ପଦଯାତ୍ରା ସମୟରେ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ ବିରୋଧ । କାଉପୁର ପଞ୍ଚାୟତରେ ପଦଯାତ୍ରା କାର୍ଯ୍ୟକ୍ରମକୁ ଯିବା ବେଲେ ବିରୋଧ କରାଯାଇଛି । ଗୋ ବ୍ୟାକ ନାରା ଦେବା ସହ ପ୍ଲା କାର୍ଡ ଧରି ବିରୋଧ କରାଯାଇଥିଲା । ନିର୍ବାଚନକୁ ଆଉ କିଛି ମାସ ବାକିଥିବା ବେଳେ ବିଧାୟକମାନଙ୍କୁ ବିଭିନ୍ନ ସ୍ଥାନରେ ବିରୋଧ କରାଯାଉଥିବାର ଦେଖିବାକୁ ମିଳୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି