ପିସି କାରବାର ବିରୋଧରେ ବିକ୍ଷୋଭ

ଲକ୍ଷ୍ମୀପୁର(ବଡ଼ ଖବର ବ୍ୟୁରୋ): ପିସି କାରବାର ବିରୋଧରେ ବିକ୍ଷୋଭ । ନାରାୟଣପାଟଣା ବ୍ଲକ ପିସି କାରବାରର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଘୁରି ବୁଲୁଛି। ମାର୍ଚ୍ଚ ୨୦ରେ କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଲକରେ ପିସି କାରବାର ଦୁର୍ନୀତି ଅଭିଯୋଗ ଆଣିଥିଲେ । ନାରାୟଣପାଟଣା ଅଞ୍ଚଳର ଆଦିବାସୀ ଯୁବକମାନେ ଜଗନ୍ନାଥ ମନ୍ଦିର ଠାରେ ଏକତ୍ରିତ ହୋଇ ଏକ ଶୋଭାଯାତ୍ରାରେ ବାହାରିଥିଲେ । ନାରାୟଣପାଟଣା ବ୍ଲକରେ ସରକାରୀ ଅଧିକାରୀ ମାନେ ଦୁର୍ନୀତି ଓ ପିସି କାରବାର କରୁଛନ୍ତି ।

ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି । ନାରାୟଣପାଟଣାରେ ଉନ୍ନତିମୂଳକ କାର୍ଯ୍ୟରେ ବାଧକ ସାଜୁଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ଜେଇ ଜଣେ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିବା ଭିଡ଼ିଓ ସୋସିଆଲ ମିଡ଼ିଆରେ ଘୁରି ବୁଲୁଥିଲେ ସୁଦ୍ଧା ଜେଇଙ୍କ ବିରୋଧରେ ଆଜି ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!