Masthead

ପ୍ରଚାର ବେଳେ ବିଜେଡି ବିଧାୟିକା ପ୍ରାର୍ଥୀ ସୂର୍ଯ୍ୟମଣି ବୈଦ୍ୟଙ୍କୁ ବିରୋଧ

ଖଲ୍ଲିକୋଟ(ବଡ଼ ଖବର ବ୍ୟୁରୋ): ଖଲ୍ଲିକୋଟରେ ବିଧାୟିକା ପ୍ରାର୍ଥୀଙ୍କୁ ବିରୋଧ । ବିଜେଡି ବିଧାୟିକା ପ୍ରାର୍ଥୀ ସୂର୍ୟ୍ୟମଣି ବୈଦ୍ୟଙ୍କୁ ବିରୋଧ। ଭାଟକୁମରଡା ନିକଟରେ ନିଜ ସମର୍ଥକଙ୍କ ସହ ପ୍ରଚାର ବେଳେ ଅଟକାଇଲେ ସ୍ଥାନୀୟ ମହିଳା। ଜଳ ସମସ୍ୟା ନେଇ ମହିଳାଙ୍କ ମଧ୍ୟରେ ଅସନ୍ତୋଷ। ୫ ବର୍ଷ ହେଲା ଲୋକମାନେ ସମସ୍ୟା ଘେରରେ ରହିଥିବା ବେଳେ କୁଆଡେ ଯାଇଥିଲ ବୋଲି ବିଧାୟକଙ୍କୁ ପ୍ରଶ୍ନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ