Masthead

ପ୍ରଚାର ବେଳେ ବିଜେଡି ବିଧାୟିକା ପ୍ରାର୍ଥୀ ସୂର୍ଯ୍ୟମଣି ବୈଦ୍ୟଙ୍କୁ ବିରୋଧ

ଖଲ୍ଲିକୋଟ(ବଡ଼ ଖବର ବ୍ୟୁରୋ): ଖଲ୍ଲିକୋଟରେ ବିଧାୟିକା ପ୍ରାର୍ଥୀଙ୍କୁ ବିରୋଧ । ବିଜେଡି ବିଧାୟିକା ପ୍ରାର୍ଥୀ ସୂର୍ୟ୍ୟମଣି ବୈଦ୍ୟଙ୍କୁ ବିରୋଧ। ଭାଟକୁମରଡା ନିକଟରେ ନିଜ ସମର୍ଥକଙ୍କ ସହ ପ୍ରଚାର ବେଳେ ଅଟକାଇଲେ ସ୍ଥାନୀୟ ମହିଳା। ଜଳ ସମସ୍ୟା ନେଇ ମହିଳାଙ୍କ ମଧ୍ୟରେ ଅସନ୍ତୋଷ। ୫ ବର୍ଷ ହେଲା ଲୋକମାନେ ସମସ୍ୟା ଘେରରେ ରହିଥିବା ବେଳେ କୁଆଡେ ଯାଇଥିଲ ବୋଲି ବିଧାୟକଙ୍କୁ ପ୍ରଶ୍ନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼