Masthead

ତ୍ରିରଙ୍ଗା ଧରି ଧାରଣାରେ ଛାତ୍ର

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେବି କଲେଜରେ ଗୋଷ୍ଠୀ କନ୍ଦଳ ଥମିବାର ନାଁ ନେଉନି । ବିଜେଡି ଛାତ୍ରମାନଙ୍କର ଗୁଣ୍ଡାଗର୍ଦ୍ଦି ଦିନକୁ ଦିନ ବଢିବାରେ ଲାଗିଛି । କିଛି ଦିନ ପୂର୍ବରୁ ଅଣଛାତ୍ର ପ୍ରବେଶ କମେଣ୍ଟ ମରାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୋଷ୍ଠୀ କନ୍ଦଳ ଦେଖିବାକୁ ମିଳିଥିଲା । ଆଉ ଏବେ ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ କନ୍ଦଳ ଦେଖିବାକୁ ମିଳିଛି ।

ତ୍ରିରଙ୍ଗା ନେଇ ଗୋଟିଏ ଛାତ୍ର ଗୋଷ୍ଠୀ କଲେଜ କ୍ୟାମ୍ପସ ଭିତରକୁ ଯିବାବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ ସିକ୍ୟୁରିଟିକୁ କହି କଲେଜ ମୁଖ୍ୟ ଫାଟକରେ ତାଲା ପକାଇଥିବା ଅଭିଯୋଗ ହୋଇଛି । ଫଳରେ ଗେଟ୍ ବାହାରେ ତ୍ରିରଙ୍ଗା ଧରି ଧାରଣାରେ ବସିଛନ୍ତି । ଅନ୍ୟ ଗୋଷ୍ଠୀ କ୍ୟାମ୍ପସ ଭିତରେ ରହିଛନ୍ତି । ଘଟଣାସ୍ଥଳରେ ଉତ୍ତେଜନା ପାଇଁ ପୋଲିସ ମୁତୟନ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ