Masthead

ତ୍ରିରଙ୍ଗା ଧରି ଧାରଣାରେ ଛାତ୍ର

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେବି କଲେଜରେ ଗୋଷ୍ଠୀ କନ୍ଦଳ ଥମିବାର ନାଁ ନେଉନି । ବିଜେଡି ଛାତ୍ରମାନଙ୍କର ଗୁଣ୍ଡାଗର୍ଦ୍ଦି ଦିନକୁ ଦିନ ବଢିବାରେ ଲାଗିଛି । କିଛି ଦିନ ପୂର୍ବରୁ ଅଣଛାତ୍ର ପ୍ରବେଶ କମେଣ୍ଟ ମରାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୋଷ୍ଠୀ କନ୍ଦଳ ଦେଖିବାକୁ ମିଳିଥିଲା । ଆଉ ଏବେ ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ କନ୍ଦଳ ଦେଖିବାକୁ ମିଳିଛି ।

ତ୍ରିରଙ୍ଗା ନେଇ ଗୋଟିଏ ଛାତ୍ର ଗୋଷ୍ଠୀ କଲେଜ କ୍ୟାମ୍ପସ ଭିତରକୁ ଯିବାବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ ସିକ୍ୟୁରିଟିକୁ କହି କଲେଜ ମୁଖ୍ୟ ଫାଟକରେ ତାଲା ପକାଇଥିବା ଅଭିଯୋଗ ହୋଇଛି । ଫଳରେ ଗେଟ୍ ବାହାରେ ତ୍ରିରଙ୍ଗା ଧରି ଧାରଣାରେ ବସିଛନ୍ତି । ଅନ୍ୟ ଗୋଷ୍ଠୀ କ୍ୟାମ୍ପସ ଭିତରେ ରହିଛନ୍ତି । ଘଟଣାସ୍ଥଳରେ ଉତ୍ତେଜନା ପାଇଁ ପୋଲିସ ମୁତୟନ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ