Masthead

ସେତୁ ପାଇଁ ମୁକ୍ତିଙ୍କ ଆନ୍ଦୋଳନ

ରାଉରକେଲା (ବଡ଼ ଖବର ବ୍ୟୁରୋ): ସେତୁ ନିର୍ମାଣ ଦାବିରେ ଧାରଣା । ୮ ବର୍ଷ ହେଲା ଅଧପନ୍ତରିଆ ହୋଇ ପଡିରହିଛି ରାଉରକେଲା ମିଟକୁନ୍ଦରିରେ ଦେଓ ନଦୀ ଉପରେ ସେତୁ ନିର୍ମାଣ କାମ । ବିପଦ ସଙ୍କୁଳ ଅବସ୍ଥାରେ ନଦୀ ପାର୍ ହେଉଛନ୍ତି ଲୋକେ । ଦାବି ପୂରଣ ନହେବା ଯାଏଁ ଧାରଣା ଜାରି ରହିବ ବୋଲି କୁହାଯାଇଛି ।

୮ ବର୍ଷ ହେଲା କାମ ସରିନଥିବା ବେଳେ ବର୍ଷେ ହେଲା କାମ ବନ୍ଦ ରହିଛି । ଅଂଚଳର ୨୦ହଜାରରୁ ଅଧିକ ଲୋକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ସେତୁ ନିର୍ମାଣରେ ବିଳମ୍ବ ପ୍ରତିବାଦରେ ଗାନ୍ଧୀ ଜୟନ୍ତୀରୁ ଯୁବ ସମାଜସେବୀ ମୁକ୍ତିକାନ୍ତ ବିଶ୍ୱାଳ ଗଣଧାରଣା ଦେଇଛନ୍ତି । ଧାରଣାରେ ବୀରମିତ୍ରପୁର ବିଧାୟକ ଶଙ୍କର ଓରାମ ମଧ୍ୟ ସାମିଲ ହୋଇ ଜଳସତ୍ୟାଗ୍ରହ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା