Masthead

ଏନଏସି ଦାବିରେ ତେଜୁଛି ଜନ ଅସନ୍ତୋଷ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ଏନଏସି ଦାବିରେ ତେଜୁଛି ଜନ ଅସନ୍ତୋଷ। ଲୋଇସିଂହା, ବଙ୍ଗୋମୁଣ୍ଡା ପରେ ଲାଠୋରରେ ୧୨ ଘଣ୍ଟିଆ ଲାଠୋର ବନ୍ଦ ପାଳନ। ଲାଠୋର ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାରେ ବଣିକ ସଂଘ ସହ ଅନ୍ୟାନ୍ୟ ସଂଗଠନ ଏଥିରେ ସାମିଲ ହୋଇଛନ୍ତି । ରାଜ୍ୟ ସରକାର ୩୫ ଗୋଟି ଏନଏସି ଘୋଷଣା କରିଥିବା ବେଳେ ଏଥିରୁ ବଲାଙ୍ଗୀର ଜିଲ୍ଲାର ଲାଠୋର ବାଦ୍ ପଡିଥିବାରୁ ସ୍ଥାନୀୟ ଲୋକ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରିଛନ୍ତି। ବନ୍ଦ ଯୋଗୁଁ ଦୋକାନ ବଜାର ବନ୍ଦ ଥିବା ବେଳେ ଯାତାୟତ ସମ୍ପୂର୍ଣ୍ଣ ରୂପେ ଠପ୍ ହୋଇଯାଇଛି । ହେଲେ ଅତ୍ୟାବଶ୍ୟକ ସେବାକୁ ଏହି ଆନ୍ଦୋଳନରୁ ବାଦ୍ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା