ଚାନ୍ଦବାଲିକୁ ସବଡ଼ିଭିଜନ ଦାବିରେ ଗଣଧାରଣା

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଚାନ୍ଦବାଲିକୁ ସବଡ଼ିଭିଜନ ଦାବି । ୩ ଦିନିଆ ଗଣ ଧାରଣାରେ ଚାନ୍ଦବାଲି କ୍ରିୟାନୁଷ୍ଠାନ କମିଟି । ତହସିଲଦାରଙ୍କ କାର୍ୟ୍ୟାଳୟ ଆଗରେ ଏକ ସର୍ବଦଳୀୟ ବ୍ୟକ୍ତି ବିଶେଷ ମାନେ କ୍ରିୟାନୁଷ୍ଠାନ କମିଟି ମାଧ୍ୟମରେ ଶାନ୍ତିପୂର୍ଣ୍ଣ ଭାବେ ଗଣଧାରଣା ଦେଇଛନ୍ତି । ଐତିହାସିକ ପ୍ରାଚୀନ ନୌବାଣିଜ୍ୟ ସହର ଚାନ୍ଦବାଲିକୁ ରାଜସ୍ଵ ସବଡ଼ିଭିଜନ ଘୋଷଣା କରିବାକୁ ବିଭିନ୍ନ ସମୟରେ ଦାବି ହୋଇଆସୁଛି । କିନ୍ତୁ ଆଜି ଯାଏଁ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇନାହିଁ ।ପୂର୍ବରୁ ମୁଖ୍ୟମନ୍ତ୍ରୀ, ରାଜସ୍ଵମନ୍ତ୍ରୀ, ରାଜସ୍ଵସଚିବ, ଜିଲ୍ଲାପାଳ ପ୍ରମୁଖଙ୍କୁ ଚାନ୍ଦବାଲିକୁ ରାଜସ୍ଵ ସବଡିଭିଜନ ମାନ୍ୟତା ଦେବା ପାଇଁ ଦାବିପତ୍ର ମଧ୍ୟ ପ୍ରଦାନ କରାଯାଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’