Masthead

୧୨ ଘଣ୍ଟିଆ ଧର୍ମଗଡ଼ ବନ୍ଦ

କୋକସରା (ବଡ଼ ଖବର ବ୍ୟୁରୋ): ଧର୍ମଗଡ଼କୁ ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ । ଦଣ୍ଡପାଟ ବାସୀ ୧୨ ଘଣ୍ଟିଆ ଦୋକାନ ବଜାର ବନ୍ଦ କରିବା ସହିତ ରାଜରାସ୍ତା ଅବରୋଧ କରିଛନ୍ତି । ଏଥିପୂର୍ବରୁ ଧର୍ମଗଡ ସବକଲେକ୍ଟର ଅଫିସ ସମ୍ମୁଖରେ ୩୭ ଦିନ ହେବ ବିଭିନ୍ନ ସଂଗଠନ ତରଫରୁ ଧାରଣା ଦେଇଥିଲେ । ସରକାର ତାଙ୍କ କଥା ନଶୁଣିବାରୁ ଆଜି ଧର୍ମଗଡ ଉପଖଣ୍ଡର ଗୋଲାମୁଣ୍ଡା, ଧର୍ମଗଡ,କୋକସରା, କଳମପୁର, ଦୋକାନ ବଜାର ଓ ଅଖ ଚଖ ବନ୍ଦ କରି ଧର୍ମଗଡ ଉପଖଣ୍ଡକୁ ଜଲ୍ଲା ମାନ୍ୟତା ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ