Masthead

୧୨ ଘଣ୍ଟିଆ ଧର୍ମଗଡ଼ ବନ୍ଦ

କୋକସରା (ବଡ଼ ଖବର ବ୍ୟୁରୋ): ଧର୍ମଗଡ଼କୁ ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ । ଦଣ୍ଡପାଟ ବାସୀ ୧୨ ଘଣ୍ଟିଆ ଦୋକାନ ବଜାର ବନ୍ଦ କରିବା ସହିତ ରାଜରାସ୍ତା ଅବରୋଧ କରିଛନ୍ତି । ଏଥିପୂର୍ବରୁ ଧର୍ମଗଡ ସବକଲେକ୍ଟର ଅଫିସ ସମ୍ମୁଖରେ ୩୭ ଦିନ ହେବ ବିଭିନ୍ନ ସଂଗଠନ ତରଫରୁ ଧାରଣା ଦେଇଥିଲେ । ସରକାର ତାଙ୍କ କଥା ନଶୁଣିବାରୁ ଆଜି ଧର୍ମଗଡ ଉପଖଣ୍ଡର ଗୋଲାମୁଣ୍ଡା, ଧର୍ମଗଡ,କୋକସରା, କଳମପୁର, ଦୋକାନ ବଜାର ଓ ଅଖ ଚଖ ବନ୍ଦ କରି ଧର୍ମଗଡ ଉପଖଣ୍ଡକୁ ଜଲ୍ଲା ମାନ୍ୟତା ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା