Masthead

ନାଟମଣ୍ଡପ ମରାମତି ବିଳମ୍ବ, ଧାରଣାରେ ପିଟିସନର

ପୁରୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହୋଇଛି ନାଟମଣ୍ଡପ ମରାମତି କାମ । ସେପଟେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଉଲ୍ଲଙ୍ଘନ କରାଯାଇଥିବା ଅଭିଯୋଗ କରିଛନ୍ତି ପିଟିସନର ଅଭିଷେକ ଦାସ । ଅଭିଯୋଗ କରିବା ସହ ଶ୍ରୀମନ୍ଦିର ସାମ୍ନାରେ ଧାରଣାରେ ବସିଥିଲେ ଅଭିଷେକ । ସେ କହିଛନ୍ତି ନାଟମଣ୍ଡପ ମରାମତି ନେଇ ହାଇକୋର୍ଟରେ ୨୦୧୬ରୁ ପିଟିସନ ଦାଖଲ କରିଛନ୍ତି। ଦୀର୍ଘ ୭ବର୍ଷ ହେଲା ଶ୍ରୀମନ୍ଦିର ପ୍ରଶାସନ ଓ ଏଏସଆଇ ବିଭିନ୍ନ ଆଳ ଦେଖାଇ ମରାମତି କାର୍ଯ୍ୟକୁ ବିଳମ୍ବ କରିଚାଲିଛନ୍ତି। କେତେବେଳେ କହୁଛନ୍ତି ମାଡ୍ରାସ ଆଇଆଇଟି ପ୍ଲାନ ଦେବ ତ ଆଉ କେତେବେଳେ ଦର୍ଶନ ସମସ୍ୟା ଆଳ ଦେଖାଉଛି। ଗତକାଲି ଠାରୁ ମରାମତି କାମ ଆରମ୍ଭ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ କିନ୍ତୁ କାମ ଆରମ୍ଭ ହୋଇନଥିଲା । ଯେଉଁଥିପାଇଁ ସିଂହଦ୍ଵାର ଥାନାରେ ଶ୍ରୀମନ୍ଦିର ପ୍ରଶାସନ ଓ ଏଏସଆଇ ବିରୁଦ୍ଧରେ ଏତଲା ଦେବା ସହ ଧାରଣାରେ ବସିଥିଲେ ଅଭିଷେକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ