Masthead

୪ ଦଫା ଦାବି ନେଇ ଆନ୍ଦୋଳନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଆନ୍ଦୋଳନରେ ୬୬୨ ବର୍ଗ କଲେଜ ସଂଘ ଅଧ୍ୟାପକ ଓ କର୍ମଚାରୀ । ୪ ଦଫା ଦାବି ନେଇ ଆନ୍ଦୋଳନ ଦେଇଛନ୍ତି । ସଂଘ ପକ୍ଷରୁ ଲୋୟର ପିଏମଜିରେ ଆନ୍ଦୋଳନ କରାଯାଇଛି । ମୁହଁରେ କଳାପଟି ବାନ୍ଧି ଆନ୍ଦୋଳନ କରୁଛନ୍ତି ଆନ୍ଦୋଳନକାରୀ । ସମାନ ଗ୍ରେଡ଼-ପେକୁ ସମାନ ଦରମାଳ ପେନସନ ପ୍ରଦାନ, ସପ୍ତମ ବେତନ ଦରମା ଲାଗୁ କରିବା ଓ ଅନୁଦାନ ପ୍ରଦାନ କରିବା ଭଳି ଦାବି ରଖିଛନ୍ତି ଶିକ୍ଷକ । ପୂର୍ବରୁ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ପ୍ରଣବ ପ୍ରକାଶ ଦାସଙ୍କ ସହ ଆଲୋଚନା ହୋଇଥିଲା । ଯୁକ୍ତଦୁଇ ମୁଲ୍ୟାୟନ ପୂର୍ବରୁ ସମାଧାନ ପାଇଁ ପ୍ରତିଶ୍ରୁତି ମିଳିଥିବା ବେଳେ ସେମାନଙ୍କ ଦାବି ପୂରଣ ନହେବାରୁ ଆନ୍ଦୋଳନ ଜାରି ରଖିଛନ୍ତି ଶିକ୍ଷକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ