Masthead

ପୁରୀରେ କେନ୍ଦ୍ର ସରକାର ବିରୋଧରେ ‘ଇଣ୍ଡିଆ’ ମେଣ୍ଟର ବିକ୍ଷୋଭ

ପୁରୀ (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାର ବିରୋଧରେ ‘ଇଣ୍ଡିଆ’ ମେଣ୍ଟର ବିକ୍ଷୋଭ । ସଂସଦରେ ୧୪୨ ଜଣ ସାଂସଦଙ୍କୁ ନିଲମ୍ବନ ନେଇ ଆଜି ପୁରୀରେ କଂଗ୍ରେସ, ଆପ ଏବଂ ସିପିଆଇଏମ ପକ୍ଷରୁ ବିକ୍ଷୋଭ ପଦର୍ଶନ କରାଯାଇଛି । ଅଗଣତାନ୍ତ୍ରିକ ଭାବରେ ସଂସଦରୁ ୧୪୨ ସାଂସଦଙ୍କୁ ନିଲମ୍ବନ କରିବା ଘଟଣାକୁ ନିନ୍ଦା ପ୍ରକାଶ କରିବା ସହ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ପୁରୀ ଜିଲ୍ଲାପାଳଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯାଇଛି ।ଏହାକୁ ପ୍ରତିବାଦର କରି କେନ୍ଦ୍ର ସରକାରଙ୍କ ଦ୍ଵାରା ହୋଇଥିବା ଗଣତନ୍ତ୍ର ଉପରେ ଆକ୍ରମଣକୁ ସମଗ୍ର ବିଶ୍ଵରେ ନିନ୍ଦା କରାଯାଇଛି । ‘ଇଣ୍ଡିଆ’ ମେଣ୍ଟ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପଦର୍ଶନ ଶହ ‘ଇଣ୍ଡିଆ’ ମେଣ୍ଟ ପକ୍ଷରୁ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଅଛି।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ