Masthead

ମଦ ବିରୋଧରେ ଗଣଧାରଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭୁବନେଶ୍ୱରରେ ମଦ ବିରୋଧୀ ଆନେ୍ଦାଳନ । ମଦବାର ଖୋଲିବା ନୀତି ବିରୋଧରେ ଭୁବନେଶ୍ୱର ଆଇଆରସି ଭିଲେଜ ନୂଆ ମଦ ବାର ସମ୍ମୁଖରେ ଗଣ ଧାରଣା ଦିଆଯାଇଛି । ଧାରଣା ଦେଇଛନ୍ତି ବସ୍ତି ସୁରକ୍ଷା ମଞ୍ଚ । ନିଶା ନିବାରଣ କେନ୍ଦ୍ର ଖୋଲିବା ପାଇଁ ଆହ୍ୱାନ ଦେଇ ନୂଆ ମଦ ବାର କିପରି ଖୋଲୁଛନ୍ତି ପ୍ରଶ୍ନ କରିଛନ୍ତି । ଆଗାମୀ ଦିନରେ ମଦ ବାର ବନ୍ଦ ନକଲେ ଧାରଣା ଉଗ୍ରରୂପ ନେବ ବୋଲି ଚେତାବନୀ ଦେଇଛନ୍ତି ବସ୍ତି ସୁରକ୍ଷା ମଞ୍ଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ