Masthead

ଅଭିଯୋଗ ପରେବି କାର୍ଯ୍ୟାନୁଷ୍ଠାନ ଶୂନ, ନ୍ୟାୟ ପାଇଁ ଥାନାରେ ଧାରଣା

ବଡ଼ସାହି (ବଡ଼ ଖବର ବ୍ୟୁରୋ): ନାବାଳିକା ଅପହରଣକୁ ନେଇ ଥାନାରେ ଅଭିଯୋଗ ପରେବି କାର୍ଯ୍ୟାନୁଷ୍ଠାନ ଶୂନ । ନ୍ୟାୟ ନପାଇ ଥାନା ଆଗରେ ଧାରଣା ଦେଲେ ପରିବାର ଲୋକ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବଡ଼ସାହି ଥାନା ଅଞ୍ଚଳରେ । ଏପ୍ରିଲ ୧୦ରେ ଜଣେ ଯୁବକ ଜଣେ ନାବାଳିକାକୁ ଅପହରଣ କରିନେଇଥିଲେ । ଯାହାକୁ ନେଇ ବଡ଼ ସାହି ଥାନାରେ ଅଭିଯୋଗ କରିଥିଲେ ପରିବାର ଲୋକେ ।

ତେବେ ୨୦ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ନାବାଳିକାକୁ ଉଦ୍ଧାର କରିବାରେ ସକ୍ଷମ ହୋଇପାରି ନାହିଁ । ଏସ୍ପିଙ୍କ ନିକଟରେ ପରିବାର ଲୋକେ ଅଭିଯୋଗ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ । ସେପଟେ ପରିବାରରେ ଏକ ମାତ୍ର ଝିଅ ପାଇଁ ଭାଙ୍ଗି ପଡିଛନ୍ତି ସପରିବାର । ନ୍ୟାୟ ପାଇଁ ଥାନା ଆଗରେ ଧାରଣରେ ବସିଛନ୍ତି ପରିବାରଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ