Masthead

୧୦ ଦଫା ଦାବି ନେଇ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ବିକ୍ଷୋଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଆଉଟ୍‌ସୋର୍ସିଂ କର୍ମଚାରୀ । ଲୋୟର ପିଏମ୍‌ଜିରେ ହଜାର ହଜାର କର୍ମଚାରୀଙ୍କ ବିକ୍ଷୋଭ । ୧୦ ଦଫା ଦାବି ନେଇ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ବିକ୍ଷୋଭ । ସ୍ଥାୟୀ ନିଯୁକ୍ତି ସହ ସମାନ କାମ ସମାନ ଦରମା ଦାବିରେ ବିକ୍ଷୋଭ । ଲିଖିତ ପ୍ରତିଶ୍ରୁତି ନ ମିଳିବା ଯାଏଁ ଧାରଣାରୁ ନ ଉଠିବାକୁ ଚେତାବନୀ ଦେଲେ ଆଉଟ୍‌ସୋର୍ସିଂ କର୍ମଚାରୀ ।

ପୂର୍ବରୁ ସରକାର ତିନି ତିନି ଥର ସମାଧାନ ପ୍ରତିଶ୍ରୁତି ଦେଇଥିଲେ ପୂରଣ କରି ନାହାନ୍ତି । ତେଣୁ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇବେ ବୋଲି ପ୍ରତିବାଦକାରୀ କହିଛନ୍ତି । ଓଡିଶା ସରକାରଙ୍କ ୪୨ ବିଭାଗରେ ଥାର୍ଡ ପାର୍ଟି ଜରିଆରେ ମୋଟ ୮୦ ହଜାର କର୍ମଚାରୀ କାମ କରୁଛନ୍ତି । ୧୦ରୁ ୧୮ ବର୍ଷ ହେଲା କାମ କରୁଛନ୍ତି । କିନ୍ତୁୁ ସମାନ କାମ କରୁଥିଲେ ମଧ୍ୟ ଦରମା ବଢୁ ନାହିଁ । ଏହାଛଡା ବହୁ କର୍ମଚାରୀଙ୍କୁ ଛଟେଇ ମଧ୍ୟ କରାଯାଉଛି । ଏହାର ପ୍ରତିବାଦରେ ୧୦ ଦଫା ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ