Masthead

ଲୋୟର ପିଏମଜି ପାଲଟିଲା ରଣକ୍ଷେତ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଲୋୟର ପିଏମଜି ପାଲଟିଲା ରଣକ୍ଷେତ୍ର । ବିଜେପି-ପୋଲିସ ହାତିହାତି । ବିଜେପି କର୍ମୀଙ୍କ ଆକ୍ରମଣରେ ପୋଲିସ ମୁଣ୍ଡ ଫାଟିଥିବା ସୂଚନା । ବିଜେପି କର୍ମୀଙ୍କ ଉପରେ ଲାଠିଚାର୍ଜ କଲା ପୋଲିସ । ଧାରଣାସ୍ଥଳରୁ ଉଠାଇନେଇଛି ପୋଲିସ ।

ବିଜେପି ଯୁବମୋର୍ଚ୍ଚା ସଦସ୍ୟ ଆହତ ହୋଇଛନ୍ତି । ଖାଲି ସେତିକି ନୁହେଁ ପୋଲିସ ଉପରକୁ ମଧ୍ୟ ବିଜେପି ଯୁବମୋର୍ଚ୍ଚା ଅଣ୍ଡାମାଡ କରିଥିବା ଦେଖିବାକୁ ମିଳିଛି । ନବ ଦାସ ହତ୍ୟା ମାମଲା ଓ ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ୟ୍ୟସ୍ତ ପ୍ରତିବାଦରେ ଆଜି ବିଜେପି ପକ୍ଷରୁ ରାଲି କରାଯାଇଥିଲା । ସେପଟେ ବିଧାନସଭା ଶୂନ୍ୟକାଳରେ ଶାସକ ଦଳ ସଦସ୍ୟ ମାନ ହଙ୍ଗାମା କରିଥିଲେ ।

ଫଳରେ ଗୃହ ୪ଟା ଯାଏଁ ମୁଲତବି ରହିଛି । ପ୍ରଶ୍ନ କାଳ ସରିବା ମାତ୍ରେ ଶୂନ୍ୟକାଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କେନ୍ଦ୍ର, ରାଜ୍ୟକୁ ଉପେକ୍ଷା କରିଥିବା ଅଭିଯୋଗ ଆଣି ପ୍ରତିବାଦ କରିଥିଲେ ବିଜେଡି ସଦସ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା