Masthead

ଶ୍ରମିକ ମୃତ୍ୟୁକୁ ନେଇ ଉତ୍ତେଜନା

ରଙ୍ଗିଆଗଡ଼(ବଡ଼ ଖବର ବ୍ୟୁରୋ): ଶ୍ରମିକ ମୃତ୍ୟୁକୁ ନେଇ ଉତ୍ତେଜନା । ପିପିଏଲ କମ୍ପାନୀ ସାମ୍ନାରେ ଉତ୍ତେଜନା । ରଙ୍ଗିଆଗଡ଼ ଗ୍ରାମର ପ୍ରଶାନ୍ତ ମଲ୍ଲିକ ପିପିଏଲ ସାରକାରଖାନା ପରିସରରେ ନିଜର କାର୍ୟ୍ୟ କରୁଥିବା ସମୟରେ ଏକ ମାଲ ବୋଝେଇ ହାଇୱା ରେ ଚାପି ହୋଇ ମୃତ୍ୟୁ ହୋଇଥିଲା। ରଙ୍ଗିଆଗଡ଼ ଗ୍ରାମବାସୀ ଖବର ପାଇବା ପରେ ଉତ୍ୟକ୍ତ ଗ୍ରାମବାସୀ କମ୍ପାନୀ ର ମୁଖ୍ୟ ଫାଟକ ଅବରୋଧ କରିଥିଲେ ।

ଯାହାଦ୍ୱାରା ଯାତାୟରତ ସମସ୍ୟା ଦେଖିବାକୁ ମିଳିଛି । ତରଫରୁ ମୃତକ ଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ସହିତ ପରିବାର ର ଜଣଙ୍କୁ ନିଯୁକ୍ତି ଦେବାକୁ ଦାବି କରିଛନ୍ତି ଗ୍ରାମବାସୀ । ଘଟଣା ସ୍ଥଳରେ ପାରାଦୀପ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଙ୍କ ସହିତ ଆଦର୍ଶ ଥାନା ପୋଲିସ ଉପସ୍ଥିତ ରହି ଘଟଣା ଉପରେ ନଜର ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ