ଗାନ୍ଧୀମୂର୍ତ୍ତି ତଳେ ବିକ୍ଷୋଭ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଶାସକ ଦଳ କଂଗ୍ରେସ ନେତାଙ୍କ ରାହୁଲ ଗାନ୍ଧୀଙ୍କ ବୟାନ ଉପରେ ଉଭୟ ଗୃହରେ ଜୋରଦାର ହଙ୍ଗାମା । ଯାହ ଫଳରେ ଲୋକ ସଭା ଏବଂ ରାଜ୍ୟ ସଭାକୁ ମାର୍ଚ୍ଚ ୨୦ ଯାଏ ସ୍ଥଗିତ ରଖାଯାଇଛି। ଏହି ସମୟରେ ବିରୋଧୀ ଦଳର ନେତାମାନେ ସଂସଦ ଭବନର ଗାନ୍ଧୀ ପ୍ରତିମୂର୍ତ୍ତି ସମ୍ମୁଖରେ ଆଦାନୀ ମାମଲାରେ ଜେପିସି ଯାଞ୍ଚ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଏଥିରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାଡଗେ ମଧ୍ୟ ସାମିଲ ହୋଇଥିବା ଜଣାପଡିଛି । ସଂସଦର ବଜେଟ ଅଧିବେଶନ ଦ୍ୱିତୀୟ ପର୍ଯ୍ୟାୟରେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ଶାସକ ଦଳ କ୍ରମାଗତ ଭାବେ ରାହୁଲ ଗାନ୍ଧୀ କ୍ଷମା ମାଗନ୍ତୁ ବୋଲି ଜିଦ୍‌ ଧରି ବସିଛି। ଅନ୍ୟପଟେ, କଂଗ୍ରେସ କହିଛି ଯେ ରାହୁଲ ଗାନ୍ଧୀ କିଛି ଭୁଲ କହି ନାହାଁନ୍ତି ତେଣୁ କ୍ଷମା ମାଗିବାର ପ୍ରଶ୍ନ ଉଠୁନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!