Masthead

ଆମ୍ବୁଲାନ୍ସ ପାଇଁ ଗ୍ରୀନ କରିଡର ବ୍ୟବସ୍ଥା

ପୁରୀ (ବଡ଼ ଖବର ବ୍ୟୁରୋ):  ରଥଯାତ୍ରାକୁ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସୂଚନା । କହିଛନ୍ତି ଖରା ଓ ଗୁଳୁଗୁଳିକୁ ଦେଖି ପାନୀୟ ଜଳ ଓ ଜଳସିଞ୍ଚନ ବ୍ୟବସ୍ଥା କରାଯାଇଛି । ଆମ୍ବୁଲାନ୍ସ ପାଇଁ ଗ୍ରୀନ କରିଡର ବ୍ୟବସ୍ଥା ମଧ୍ୟ କରାଯାଇଛି । ଯେପରି ବିଦ୍ୟୁତକାଟ ନହୁଏ ସେଥିଲାଗି ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟୁତକାଟ ନକରିବାକୁ ଟିପିସିଓଡିଏଲ ଓ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ପୁରୀ ସହର ପାଇଁ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଟିପିସିଓଡିଏଲ କୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ