Masthead

‘ରଥଯାତ୍ରାରେ ଭିଆଇପିଙ୍କୁ ମନ୍ଦିର ପ୍ରବେଶ ମନା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି । ରଥଯାତ୍ରାରେ ଶୃଙ୍ଖଳା ଓ ମହିଳାଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଇଛି । ରଥଯାତ୍ରା ଦିନ ମନ୍ଦିର ଭିତରକୁ ଭିଆଇପିଙ୍କୁ ପ୍ରବେଶ ମନା ହୋଇଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଆଇନ ଶୃଙ୍ଖଳା କଡ଼ାକଡ଼ି କରାଯାଇଥିବା କହିଛନ୍ତି ପୃଥ୍ୱୀରାଜ ହରିଚନ୍ଦନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ