Masthead

‘ଆଉ ଖୋଲିବନି ନୂଆ ମଦ ଦୋକାନ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବଡ଼ ଘୋଷଣା । ରାଜ୍ୟରେ ଆଉ ନୂଆ ମଦ ଦୋକାନ ଖୋଲାଯିବ ନାହିଁ । ସେ କହିଛନ୍ତି ରାଜ୍ୟରେ ଆଉ ନୂଆ ମଦ ଦୋକାନ ନଖୋଲିବାକୁ ସରକାରଙ୍କ ନିଷ୍ପତ୍ତି । ଚୋରା ମଦ ବିକ୍ରି ବନ୍ଦ କରାଯିବାକୁ ପଦକ୍ଷେପ ନିଆଯାଉଛି । ଯେଉଁ ମଦନୀତି ଥିଲା, ତାହାକୁ ସାବଲୀଳ କରାଯିବ । ନୂଆ ମଦ ନୀତିରେ ଓଡ଼ିଶାରେ ଚୋରା ମଦ ସଂପୂର୍ଣ୍ଣ ବନ୍ଦ ହେବ ବୋଲି କହିଛନ୍ତି ପୃଥ୍ବୀରାଜ ହରିଚନ୍ଦନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ