Masthead

‘ଆଉ ଖୋଲିବନି ନୂଆ ମଦ ଦୋକାନ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବଡ଼ ଘୋଷଣା । ରାଜ୍ୟରେ ଆଉ ନୂଆ ମଦ ଦୋକାନ ଖୋଲାଯିବ ନାହିଁ । ସେ କହିଛନ୍ତି ରାଜ୍ୟରେ ଆଉ ନୂଆ ମଦ ଦୋକାନ ନଖୋଲିବାକୁ ସରକାରଙ୍କ ନିଷ୍ପତ୍ତି । ଚୋରା ମଦ ବିକ୍ରି ବନ୍ଦ କରାଯିବାକୁ ପଦକ୍ଷେପ ନିଆଯାଉଛି । ଯେଉଁ ମଦନୀତି ଥିଲା, ତାହାକୁ ସାବଲୀଳ କରାଯିବ । ନୂଆ ମଦ ନୀତିରେ ଓଡ଼ିଶାରେ ଚୋରା ମଦ ସଂପୂର୍ଣ୍ଣ ବନ୍ଦ ହେବ ବୋଲି କହିଛନ୍ତି ପୃଥ୍ବୀରାଜ ହରିଚନ୍ଦନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା