Masthead

ଡେଙ୍ଗୁକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ ସୂଚନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏବେ ଡେଙ୍ଗୁ କବଳରେ ରାଜ୍ୟର ୩୦ଟି ଜିଲ୍ଲା । ବର୍ତ୍ତମାନ ଚାଲିଛି ପିକ ପିରିୟଡ । ସେପ୍ଟେମ୍ବର ଯାଏଁ ଏହି ପିକ ପିରିୟଡ ଚାଲିବ ବୋଲି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । କ୍ୟାପିଟାଲ ହସ୍ପିଟାଲରୁ ଲୋଡ କମାଇବା ପାଇଁ ଏବେ ଆଉ ୩ଟି ଯାଗାରେ ହେବ ଡେଙ୍ଗୁପରୀକ୍ଷା ।

ଡେଙ୍ଗୁ ସାଧାରଣତଃ ୩ ପ୍ରକାରର ରହିଥିବାବେଳେ ଏବେ ଟାଇପ-୨ ଚାଲିଛି । ଲୋକଙ୍କୁ ଆତଙ୍କିତ ନହେବାକୁ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ଡେଙ୍ଗୁରୋଗୀଙ୍କ ସଂଖ୍ୟା ବଢୁଥିବାବେଳେ ୭୦ ପ୍ରତିଶତ ନମୁନା ଡେଙ୍ଗୁ-୨ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛନ୍ତି ଆରଏମଆସି ନିର୍ଦ୍ଦେଶିକା ସଂଘମିତ୍ରା ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା