ଅପରାଜିତାଙ୍କ ଜନ ଶୁଣାଣି

ବାଲିଅନ୍ତା, (ବଡ଼ ଖବର ବ୍ୟୁରୋ): ବାଲିପାଟଣା ବ୍ଲକ ମେଳଣ ପଡ଼ିଆରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ହୋଇଥିଲା। ସାଂସଦ ପହଞ୍ଚିବା ପରେ ସ୍ଥାନୀୟ ଜନସାଧାରଣ ଏବଂ କର୍ମୀମାନେ ତାଙ୍କୁ ସ୍ୱାଗତ କରିଥିଲେ। କାର୍ୟ୍ୟକ୍ରମରେ ଜୟଦେବ ନିର୍ବାଚନ ମଣ୍ଡଳୀର ବହୁତ ଲୋକ ସେମାନଙ୍କ ସମସ୍ୟା ସାଂସଦଙ୍କୁ ଲିଖିତ ଭାବେ ଜଣାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ