Masthead

ଭୂମି ହୀନକୁ ପଟା ବଣ୍ଟନ ଦାବିରେ ଭୋଗରାଇ ବ୍ଲକ ତହସିଲ ସମ୍ମୁଖରେ ଗଣଧାରଣା

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ଭୂମି ହୀନକୁ ପଟା ବଣ୍ଟନ ଦାବିରେ ଭୋଗରାଇ ବ୍ଲକ ତହସିଲ ସମ୍ମୁଖରେ ଗଣଧାରଣା । ଦୀର୍ଘ ଦିନ ହେଲା ପଲଥିନ ତଳେ ସହ ସହ ଲୋକ ଦିନ କାଟୁ ଥିବା ବେଳେ ଏ ପର୍ୟ୍ୟନ୍ତ ସରକାରୀ ପଟା ଟିଏ ମିଳିନାହିଁ । ବାରମ୍ବାର ଭୋଗରାଇ ତହସିଲ କାର୍ୟ୍ୟାଳୟକୁ ଲୋକ ମାନେ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଥିଲେ ମଧ୍ୟ ଆଜି ପର୍ୟ୍ୟନ୍ତ ପଟା ପାଇବାରୁ ବଞ୍ଚିତ ହୋଇଛନ୍ତି । ଏହାକୁ ଦୃଡ଼ ପ୍ରତିବାଦ କରି ଆଜି ଭୋଗରାଇ ଚଟାଣ ଛକ ପାଖରୁ ଏକ ବିଶାଳ ରାଲି କରିବା ସହିତ ତହସିଲ ସମୁଖରେ ଶାନ୍ତି ପୂର୍ଣ ଗଣଧାରଣା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି