Masthead

ସିଜୁମାଳି ଖଣି ଖନନକୁ ନେଇ ନିଆଯିବ ଲୋକମତ

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): କାଶୀପୁର ବ୍ଲକରେ ଆଜି ଜନଶୁଣାଣି । ସିଜୁମାଳି ଖଣି ଖନନକୁ ନେଇ ନିଆଯିବ ଲୋକମତ । ବେଦାନ୍ତକୁ ଏହି ପାହାଡ଼ ତଳେ ଥିବା ବକ୍ସାଇଟ ଖୋଳିବା ପାଇଁ ପରିବେଷ ସୁରକ୍ଷା ଓ ଜଳଉତ୍ସ ପ୍ରଭାବିତ ନେଇ ଗ୍ରହଣ କରାଯିବ ଆପତ୍ତି ଓ ଅଭିଯୋଗ । ସ୍ଥାନୀୟ ମୁଙ୍ଗେର ବିଦ୍ୟାଳୟ ପଛପଟେ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ ସମ୍ପୂର୍ଣ୍ଣ ଅଞ୍ଚଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି । ଖଣି ଖନନକୁ ନେଇ କିଛି ସପକ୍ଷବାଦୀ ଓ ବିରୋଧୀଙ୍କ ମଧ୍ୟରେ ଛକାପଞ୍ଝା ଲାଗି ରହିଥିବାରୁ ଅଞ୍ଚଳରେ ପୋଲିସ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ